Proverbs 26:22 — Compare Translations

5 translations compared side by side

Odia - 1840
"ଭର୍ତ୍ସନା ମନପସନ୍ଦ ଖାଦ୍ୟପରି ଅଟେ, ଏହା ଉଦରର ଅନ୍ତରାଳଯକୁ ଚାଲିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଭର୍ତ୍ସନା ମନପସନ୍ଦ ଖାଦ୍ୟପରି ଅଟେ, ଏହା ଉଦରର ଅନ୍ତରାଳୟକୁ ଗ୍ଭଲିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
Odia IRV 2017 (ଓଡିଆ ବାଇବେଲ)
କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।