Proverbs 26:23 — Compare Translations
5 translations compared side by side
Odia - 1840
"ଅନୁରାଗୀ କଥା ଓ ମନ୍ଦ ହୃଦଯ ରୂପା ଖାଦ ରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ତିତ ମୃତ୍ତିକାପାତ୍ର ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଅନୁରାଗୀ କଥା ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ।