Proverbs 26:24 — Compare Translations
5 translations compared side by side
Odia - 1840
"ଘୃଣାକାରୀ ନିଜ କଥା ରେ କପଟ କରେ, କିନ୍ତୁ ସେ ହୃଦଯ ରେ ପ୍ରବଞ୍ଚନା ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ ।
Odia Bible ERV 2004 (ପବିତ୍ର ବାଇବଲ)
ଘୃଣାକାରୀ ନିଜ କଥାରେ କପଟ କରେ, କିନ୍ତୁ ସେ ହୃଦୟରେ ପ୍ରବଞ୍ଚନା ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
Odia IRV 2017 (ଓଡିଆ ବାଇବେଲ)
ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।