Proverbs 26:25 — Compare Translations

5 translations compared side by side

Odia - 1840
"ସେ ମିଷ୍ଟ ସ୍ବର ରେ କହିଲେ, ତାହାକୁ ବିଶ୍ବାସ କର ନାହିଁ। ଯେ ହତେୁ ତା'ର ହୃଦଯ ରେ ସାତଟା ଘୃଣ୍ଯ ବିଷଯ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମିଷ୍ଟସ୍ଵରରେ କହିଲେ, ତାହାକୁ ବିଶ୍ଵାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ। ଯେହେତୁ ତା’ର ହୃଦୟରେ ସାତୋଟା ଘୃଣ୍ୟ ବିଷୟ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ।