Proverbs 26:27 — Compare Translations
5 translations compared side by side
Odia - 1840
"ଯେ ଗାତ ଖୋଳେ, ସେ ଆପେ ହିଁ ସହେି ଗାତ ରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା ଉପରକୁ ଲେଉଟି ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଗାତ ଖୋଳେ, ସେ ଆପେ ହିଁ ସେହି ଗାତରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା’ ଉପରକୁ ଲେଉଟି ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।
Odia IRV 2017 (ଓଡିଆ ବାଇବେଲ)
ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।