Proverbs 26:28 — Compare Translations
5 translations compared side by side
Odia - 1840
"ମିଥ୍ଯାବାଦୀ ଜିହ୍ବା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଚାଟୁବାଦୀ କଥା ସର୍ବନାଶ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାବାଦୀ-ଜିହ୍ଵା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଗ୍ଭଟୁବାଦୀ କଥା ସର୍ବନାଶ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟାବାଦୀ-ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।