Proverbs 26:3 — Compare Translations

5 translations compared side by side

Odia - 1840
"ଅଶ୍ବ ପାଇଁ କୋରଡ଼ା, ଗଧ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶ୍ଵ ପାଇଁ କୋରଡ଼ା; ଗର୍ଦ୍ଦଭ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ।
Odia Bible ERV 2004 (ପବିତ୍ର ବାଇବଲ)
ଅଶ୍ୱ ପାଇଁ କୋରଡ଼ା, ଗଧ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।
Odia IRV 2017 (ଓଡିଆ ବାଇବେଲ)
ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।