Proverbs 26:4 — Compare Translations

5 translations compared side by side

Odia - 1840
"ମୂର୍ଖକୁ ତା'ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତବେେ ତୁମ୍ଭେ ମଧ୍ଯ ତାହାର ତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖକୁ ତା’ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତେବେ ତୁମ୍ଭେ ମଧ୍ୟ ତାହାର ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।