Proverbs 26:5 — Compare Translations
5 translations compared side by side
Odia - 1840
"ମୂର୍ଖକୁ ତା'ର ଅଜ୍ଞାନତାନୁସା ରେ ଉତ୍ତର ଦିଅ। ନୋହିଲେ ସେ ଆପଣା ଦୃଷ୍ଟି ରେ ଆପଣାକୁ ଜ୍ଞାନୀ ବୋଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖକୁ ତା’ର ଅଜ୍ଞାନତାନୁସାରେ ଉତ୍ତର ଦିଅ। ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।