Proverbs 26:6 — Compare Translations
5 translations compared side by side
Odia - 1840
"ମୂର୍ଖ ମାଧ୍ଯମ ରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। ସେ ନିଜ ଉପରକୁ ଅସୁବିଧା ନିଜେ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖ ମାଧ୍ୟମରେ ଯେ ସମାଗ୍ଭର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। ସେ ନିଜ ଉପରକୁ ଅସୁବିଧା ନିଜେ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।