Proverbs 26:7 — Compare Translations

5 translations compared side by side

Odia - 1840
"ଲେଙ୍ଗଡ଼ୋର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଲେଙ୍ଗେଡ଼ାର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖରେ ହିତୋପଦେଶ ବାକ୍ୟ ଠିକ୍ ସେହିପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ ବାକ୍ୟ।
Odia IRV 2017 (ଓଡିଆ ବାଇବେଲ)
ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ।