Proverbs 26:9 — Compare Translations

5 translations compared side by side

Odia - 1840
"ମତ୍ତଲୋକର ହସ୍ତ ରେ କଣ୍ଟକ ଉଠାୟିବା ଯେପରି, ମୂର୍ଖମାନଙ୍କ ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି ।
Odia Bible ERV 2004 (ପବିତ୍ର ବାଇବଲ)
ମତ୍ତଲୋକର ହସ୍ତରେ କଣ୍ଟକ ଉଠାଯିବା ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ଠିକ୍ ସେହିପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।
Odia IRV 2017 (ଓଡିଆ ବାଇବେଲ)
ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।