Proverbs 27:1 — Compare Translations

5 translations compared side by side

Odia - 1840
"କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ'ଣ ଘଟିବାକୁ ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ’ଣ ଘଟିବାକୁ ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।