Proverbs 27:10 — Compare Translations
5 translations compared side by side
Odia - 1840
"ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ଯାଗ କର ନାହିଁ। ତୁମ୍ଭର ବିପଦ ଦିନ ରେ ଆପଣା ଭାଇର ଗୃହକୁ ୟାଅ ନାହିଁ। ଦୂରସ୍ଥ ଭାଇଠାରୁ ନିକଟସ୍ଥ ପଡ଼ୋଶୀ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ। ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ। ଦୂରସ୍ଥ ଭାଇଠାରୁ ନିକଟସ୍ଥ ପଡ଼ୋଶୀ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
Odia IRV 2017 (ଓଡିଆ ବାଇବେଲ)
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।