Proverbs 27:11 — Compare Translations
5 translations compared side by side
Odia - 1840
"ହେ ମାରେ ପୁତ୍ର, ଜ୍ଞାନବାନ୍ ହୁଅ, ମାରେମନକୁ ଆହ୍ଲାଦିତ କର, ତହିଁରେ ମୁଁ ଆପଣା ନିନ୍ଦୁକକୁ ଉତ୍ତର ଦଇପୋରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପୁତ୍ର, ଜ୍ଞାନବାନ୍ ହୁଅ, ମୋର ମନକୁ ଆହ୍ଲାଦିତ କର, ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋ’ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।