Proverbs 27:13 — Compare Translations

5 translations compared side by side

Odia - 1840
"ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ। ପୁଣି ପରସ୍ତ୍ରୀ ପାଇଁ ଯେ ଜାମିନ ହୁଏ, ତାହାକୁ ବନ୍ଧକ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ ହୁଏ, ତାହାକୁ ବନ୍ଧକ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ। ପୁଣି ପରସ୍ତ୍ରୀ ପାଇଁ ଯେ ଜାମିନ ହୁଏ, ତାହାକୁ ବନ୍ଧକ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
Odia IRV 2017 (ଓଡିଆ ବାଇବେଲ)
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।