Proverbs 27:14 — Compare Translations

5 translations compared side by side

Odia - 1840
"ଜଣେ ୟିଏ ଅତି ପ୍ରଭାତରୁ ଆପଣାର ପଡ଼ୋଶୀକୁ ଆଶୀର୍ବାଦ କରେ, ତାର ପଡ଼ୋଶୀ ଏହାକୁ ଆଶୀର୍ବାଦ ବଦଳ ରେ ଅଭିଶାପ ଭାବେ ଗ୍ରହଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯିଏ “ଅତି ପ୍ରଭାତରୁ” ଆପଣାର ପଡ଼ୋଶୀକୁ ଆଶୀର୍ବାଦ କରେ, ତାର ପଡ଼ୋଶୀ ଏହାକୁ ଆଶୀର୍ବାଦ ବଦଳରେ ଅଭିଶାପ ଭାବେ ଗ୍ରହଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।