Proverbs 27:16 — Compare Translations

5 translations compared side by side

Odia - 1840
"ତାକୁ କଳି କରିବାରୁ କ୍ଷାନ୍ତ କରିବା ଅର୍ଥ ବାଯୁକୁ ବନ୍ଦ କରିବା ପାଇଁ ଚେଷ୍ଟା କରିବା ପରି ଅଟେ କିମ୍ବା କାହାରି ହାତ ରେ ତୈଳ ଧାରଣ କରିବା ପାଇଁ ଚେଷ୍ଟା କରିବା ପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ ।
Odia Bible ERV 2004 (ପବିତ୍ର ବାଇବଲ)
ତାକୁ କଳି କରିବାରୁ କ୍ଷାନ୍ତ କରିବା ଅର୍ଥ ବାୟୁକୁ ବନ୍ଦ କରିବା ପାଇଁ ଚେଷ୍ଟା କରିବା ପରି ଅଟେ କିମ୍ବା କାହାରି ହାତରେ ତୈଳ ଧାରଣ କରିବା ପାଇଁ ଚେଷ୍ଟା କରିବା ପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
Odia IRV 2017 (ଓଡିଆ ବାଇବେଲ)
ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।