Proverbs 27:17 — Compare Translations

5 translations compared side by side

Odia - 1840
"ଯେପରି ଲୁହା ଲୁହାକୁ ଧାର କରେ, ସପରେି ବନ୍ଧୁ ତା'ର ବନ୍ଧୁତ୍ବର ମନକୁ ତୀକ୍ଷ୍ମ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଲୁହା ଲୁହାକୁ ଧାର କରେ, ସେପରି ବନ୍ଧୁ ତା’ର ବନ୍ଧୁତ୍ୱର ମନକୁ ତୀ‌କ୍ଷ୍‌ଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।

Recommended Reading