Proverbs 27:19 — Compare Translations

5 translations compared side by side

Odia - 1840
"ପାଣି ଭିତରକୁ ଦେଖ ଏବଂ ତୁମ୍ଭେ ତୁମ୍ଭର ନିଜର ମୁହଁ ଦେଖିବ। ତୁମ୍ଭର ହୃଦଯକୁ ଦେଖ ଏବଂ ତୁମ୍ଭେ ପ୍ରକୃତ ନିଜକୁ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପାଣି ଭିତରକୁ ଦେଖ ଏବଂ ତୁମ୍ଭେ ତୁମ୍ଭର ନିଜର ମୁହଁ ଦେଖିବ। ତୁମ୍ଭର ହୃଦୟକୁ ଦେଖ ଏବଂ ତୁମ୍ଭେ ପ୍ରକୃତ ନିଜକୁ ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।