Proverbs 27:2 — Compare Translations

5 translations compared side by side

Odia - 1840
"ନିଜକୁ ପ୍ରଶଂସା କର ନାହିଁ, ଅନ୍ୟମାନେ ତୁମ୍ଭକୁ ପ୍ରଶଂସା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜକୁ ପ୍ରଶଂସା କର ନାହିଁ, ଅନ୍ୟମାନେ ତୁମ୍ଭକୁ ପ୍ରଶଂସା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।