Proverbs 27:20 — Compare Translations

5 translations compared side by side

Odia - 1840
"ଯେପରି କବର ଓ ବିନାଶସ୍ଥାନ କବେେ ହେଁ ତୃପ୍ତ ନୁହେଁ, ସହେିପରି ମଧ୍ଯ ମନୁଷ୍ଯର ଚକ୍ଷୁ କେତବେେଳେ ତୃପ୍ତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି କବର ଓ ବିନାଶସ୍ଥାନ କେବେ ହେଁ ତୃପ୍ତ ନୁହେଁ, ସେହିପରି ମଧ୍ୟ ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।