Proverbs 27:22 — Compare Translations

5 translations compared side by side

Odia - 1840
"ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢ଼ିଙ୍କି ରେ କୁଟିଲେ ହେଁ ତା'ର ଅଜ୍ଞାନତା ଛାଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତା’ର ଅଜ୍ଞାନତା ଛାଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।