Proverbs 27:23 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ମଷେପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ୍ ହୁଅ। ପୁଣି ଆପଣା ପଶୁପଲ ବିଷଯ ରେ ଉତ୍ତମରୂପେ ମନୋୟୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯନିବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ୍ ହୁଅ। ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମରୂପେ ମନୋଯୋଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।