Proverbs 27:24 — Compare Translations

5 translations compared side by side

Odia - 1840
"ସମ୍ପତ୍ତି ସର୍ବଦା ସ୍ଥାଯୀ ନୁହେଁ। ମୁକୁଟ ମଧ୍ଯ ପୁରୁଷାନୁକ୍ରମେ ରହେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?
Odia Bible ERV 2004 (ପବିତ୍ର ବାଇବଲ)
ସମ୍ପତ୍ତି ସର୍ବଦା ସ୍ଥାୟୀ ନୁହେଁ। ମୁକୁଟ ମଧ୍ୟ ପୁରୁଷାନୁକ୍ରମେ ରହେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?
Odia IRV 2017 (ଓଡିଆ ବାଇବେଲ)
କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ’ଣ ପୁରୁଷାନୁକ୍ରମରେ ଥାଏ?