Proverbs 27:26 — Compare Translations
5 translations compared side by side
Odia - 1840
"ମଷେ ଛୁଆମାନେ ତୁମ୍ଭର ବସ୍ତ୍ର ଦବେେ। ମାତ୍ର ଛଳେି ତୁମ୍ଭ କ୍ଷେତ୍ରର ମୂଲ୍ଯ ସ୍ବରୂପ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ଵରୂପ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ମେଷ ଛୁଆମାନେ ତୁମ୍ଭର ବସ୍ତ୍ର ଦେବେ। ମାତ୍ର ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।
Odia IRV 2017 (ଓଡିଆ ବାଇବେଲ)
ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।