Proverbs 27:3 — Compare Translations
5 translations compared side by side
Odia - 1840
"ପଥର ଭାରୀ ଅଟେ ମାତ୍ର ବାଲି ପ୍ରବଳ ଅଟେ। ଅଜ୍ଞାନୀ ଦ୍ବାରା ଯେଉଁ ସମସ୍ଯା ଆ ସେ ତାହା ଅନ୍ୟ ଅପେକ୍ଷା ବହୁତ ଶକ୍ତିଶାଳୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଥର ଭାରୀ ଓ ବାଲି ଗୁରୁ; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ ।
Odia Bible ERV 2004 (ପବିତ୍ର ବାଇବଲ)
ପଥର ଭାରୀ ଅଟେ ମାତ୍ର ବାଲି ପ୍ରବଳ ଅଟେ। ଅଜ୍ଞାନୀ ଦ୍ୱାରା ଯେଉଁ ସମସ୍ୟା ଆସେ ତାହା ଅନ୍ୟ ଅପେକ୍ଷା ବହୁତ ଶକ୍ତିଶାଳୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।
Odia IRV 2017 (ଓଡିଆ ବାଇବେଲ)
ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।