Proverbs 27:4 — Compare Translations
5 translations compared side by side
Odia - 1840
"କଠାେର ହୃଦଯ ଓ କୋର୍ଧ ପ୍ରଳଯଙ୍କାରୀ, କହେି ଅନ୍ତଜ୍ଜ୍ବାଳା ଆଗ ରେ ଠିଆ ହାଇେ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋପ ଦୁର; ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ଵାଳା ଆଗରେ କିଏ ଠିଆ ହୋଇ ପାରେ?
Odia Bible ERV 2004 (ପବିତ୍ର ବାଇବଲ)
କଠୋର ହୃଦୟ ଓ କ୍ରୋଧ ପ୍ରଳୟଙ୍କାରୀ, କେହି ଅନ୍ତର୍ଜ୍ୱାଳା ଆଗରେ ଠିଆ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?
Odia IRV 2017 (ଓଡିଆ ବାଇବେଲ)
କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ?