Proverbs 27:6 — Compare Translations

5 translations compared side by side

Odia - 1840
"ଗୋଟିଏ ସାଙ୍ଗଠାରୁ କର୍କଷ ଶବ୍ଦସବୁ ତା'ର ବିଶ୍ବସନୀଯତାଠାରୁ ଅଙ୍କୁରୀତ ହୁଏ। କିନ୍ତୁ ଶତ୍ରୁମାନଙ୍କର ଚୁମ୍ବନକୁ ଭରସା କରାୟାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେମକାରୀର କ୍ଷତ ବିଶ୍ଵାସ୍ୟ; ମାତ୍ର ଶତ୍ରୁର ଚୁମ୍ଵନ ବହୁଳ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ସାଙ୍ଗଠାରୁ କର୍କଷ ଶବ୍ଦସବୁ ତା’ର ବିଶ୍ୱସନୀୟତାଠାରୁ ଅଙ୍କୁରୀତ ହୁଏ। କିନ୍ତୁ ଶତ୍ରୁମାନଙ୍କର ଚୁମ୍ବନକୁ ଭରସା କରାଯାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
Odia IRV 2017 (ଓଡିଆ ବାଇବେଲ)
ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।