Proverbs 27:7 — Compare Translations
5 translations compared side by side
Odia - 1840
"ତୃପ୍ତ ପ୍ରାଣୀ ମହୁକୁ ଘୃଣା କରେ। ମାତ୍ର କ୍ଷୁଧାର୍ତ୍ତ ମନୁଷ୍ଯକୁ କୌଣସି ତିକ୍ତ ଦ୍ରବ୍ଯସବୁ ମିଷ୍ଟ ଲାଗେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକି ତିକ୍ତ ଦ୍ରବ୍ୟସବୁ ମିଷ୍ଟ ।
Odia Bible ERV 2004 (ପବିତ୍ର ବାଇବଲ)
ତୃପ୍ତ ପ୍ରାଣୀ ମହୁକୁ ଘୃଣା କରେ। ମାତ୍ର କ୍ଷୁଧାର୍ତ୍ତ ମନୁଷ୍ୟକୁ କୌଣସି ତିକ୍ତ ଦ୍ରବ୍ୟସବୁ ମିଷ୍ଟ ଲାଗେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।