Proverbs 27:8 — Compare Translations
5 translations compared side by side
Odia - 1840
"ଯେଉଁଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାହରା ଭ୍ରମଣକାରୀ ପକ୍ଷୀର ତୁଲ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାହରା ଭ୍ରମଣକାରୀ ପକ୍ଷୀର ତୁଲ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
Recommended Reading