Proverbs 27:9 — Compare Translations
5 translations compared side by side
Odia - 1840
"ତୈଳ ଓ ସୁଗନ୍ଧିତ ଧୂପ ମନକୁ ଆହ୍ଲାଦିତ କରେ। ମନର ମନ୍ତ୍ରଣାରୁ ଜାତ ମନ୍ତ୍ରର ମିଷ୍ଟତା ତଦ୍ରୁପ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୈଳ ଓ ସୁଗନ୍ଧିତ ଧୂପ ମନକୁ ଆହ୍ଲାଦିତ କରେ। ମନର ମନ୍ତ୍ରଣାରୁ ଜାତ ମନ୍ତ୍ରର ମିଷ୍ଟତା ତଦ୍ରୂପ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।
Odia IRV 2017 (ଓଡିଆ ବାଇବେଲ)
ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୁପ କରେ।