Proverbs 28:1 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
Odia IRV 2017 (ଓଡିଆ ବାଇବେଲ)
କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।