Proverbs 28:10 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ୟିବାକୁ ଭୁଲାଏ। ସେ ନିଜେ ଗାତ ରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ଵକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ଯିବାକୁ ଭୁଲାଏ। ସେ ନିଜେ ଗାତରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।