Proverbs 28:12 — Compare Translations

5 translations compared side by side

Odia - 1840
"ଧାର୍ମିକମାନେ ଜଯ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଚାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକମାନେ ଜୟ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଗ୍ଭନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।