Proverbs 28:13 — Compare Translations
5 translations compared side by side
Odia - 1840
"ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ବୀକାର କରି ତାକୁ ପରିତ୍ଯାଗ କରେ, ସେ ଦୟା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ଵୀକାର କରି ଛାଡ଼େ, ସେ ଦୟା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ତାକୁ ପରିତ୍ୟାଗ କରେ, ସେ ଦୟା ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।