Proverbs 28:14 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ସର୍ବଦା ଭୟ ରେଖ, ସେ ଧନ୍ଯ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦ ରେ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ସର୍ବଦା ଭୟ ରଖେ, ସେ ଧନ୍ୟ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।