Proverbs 28:15 — Compare Translations
5 translations compared side by side
Odia - 1840
"ଯମେନ୍ତ ଗର୍ଜନକାରୀ ସିଂହ ଓ ଭ୍ରମଣକାରୀ ଭଲ୍ଲୁକ, ଠିକ୍ ସହେିପରି ଦୀନହୀନ ପ୍ରଜାଙ୍କ ଉପ ରେ ଦୁଷ୍ଟ ଶାସନକର୍ତ୍ତା ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ଯେମନ୍ତ ଗର୍ଜନକାରୀ ସିଂହ ଓ ଭ୍ରମଣକାରୀ ଭଲ୍ଲୁକ, ଠିକ୍ ସେହିପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ ଶାସନକର୍ତ୍ତା ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
Odia IRV 2017 (ଓଡିଆ ବାଇବେଲ)
ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।