Proverbs 28:16 — Compare Translations

5 translations compared side by side

Odia - 1840
"ଯେଉଁ ଅଧ୍ଯକ୍ଷ ବୁଦ୍ଧିହୀନ, ସେ ମଧ୍ଯ ଆଜି ଉପଦ୍ରବୀ ହୁଏ। ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଆଜି ଉପଦ୍ରବୀ ହୁଏ। ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।