Proverbs 28:17 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ କୌଣସି ଲୋକର ରକ୍ତ ରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ୟ୍ଯନ୍ତ ପଳାଇବ। ତାକୁ କହେି ଅଟକାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ। ତାକୁ କେହି ଅଟକାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।