Proverbs 28:18 — Compare Translations
5 translations compared side by side
Odia - 1840
"ସହେି ଜଣେ ୟିଏ ନିର୍ଦ୍ଦୋଶ ଭାବରେ ଜୀବନ ୟାପନ କରେ, ସେ ନଜକୁ ରକ୍ଷା କରେ। କିନ୍ତୁ ଜଣେ ୟିଏ ତା'ର ନଜ ପଥକୁ ବିପଥରେ ନିଏ ସେ ଅକସ୍ମାତ ପଡ଼ିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜଣେ ଯିଏ ନିର୍ଦ୍ଦୋଷ ଭାବରେ ଜୀବନଯାପନ କରେ, ସେ ନିଜକୁ ରକ୍ଷା କରେ। କିନ୍ତୁ ଜଣେ ଯିଏ ତା’ର ନିଜ ପଥକୁ ବିପଥରେ ନିଏ ସେ ଅକସ୍ମାତ୍ ପଡ଼ିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ।