Proverbs 28:19 — Compare Translations

5 translations compared side by side

Odia - 1840
"ଆପଣା ଭୂମିକୁ ଯେ ଚଷେ, ସେ ୟଥେଷ୍ଟ ଆହାର ପାଇବ। ଯେଉଁ ଲୋକ ଅସାର ଲୋକର ଅନୁଗାମୀ ହବେ, ତାହାର ୟଥେଷ୍ଟ ଦରିଦ୍ରଦା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣା ଭୂମିକୁ ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ। ଯେଉଁ ଲୋକ ଅସାର ଲୋକର ଅନୁଗାମୀ ହେବ, ତାହାର ଯଥେଷ୍ଟ ଦରିଦ୍ରତା ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।