Proverbs 28:2 — Compare Translations
5 translations compared side by side
Odia - 1840
"ଯଦି ଏକ ଦେଶର ଲୋକମାନେ କାହାକୁ ମାନିବେ ନାହିଁ, ତବେେ ସେ ଦେଶର ଅଧିକ ଅଧିପତିମାନେ ସୃଷ୍ଟି ହୁଅନ୍ତି। ମାତ୍ର ସମାନେେ ଖୁବ୍ କମ୍ ସମୟ ପାଇଁ ଶାସନ କରନ୍ତି। କିନ୍ତୁ ଦେଶର ଧାର୍ମିକ ଶାସନକର୍ତ୍ତା ଥିଲେ, ସେ ଅଧିକ ଦିନ ଶାସନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ଵାରା ତହିଁର ସ୍ଥିରତା ଦୀର୍ଘ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏକ ଦେଶର ଲୋକମାନେ କାହାକୁ ମାନିବେ ନାହିଁ, ତେବେ ସେ ଦେଶର ଅଧିକ ଅଧିପତିମାନେ ସୃଷ୍ଟି ହୁଅନ୍ତି। ମାତ୍ର ସେମାନେ ଖୁବ୍ କମ୍ ସମୟ ପାଇଁ ଶାସନ କରନ୍ତି। କିନ୍ତୁ ଦେଶର ଧାର୍ମିକ ଶାସନକର୍ତ୍ତା ଥିଲେ, ସେ ଅଧିକ ଦିନ ଶାସନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।