Proverbs 28:20 — Compare Translations
5 translations compared side by side
Odia - 1840
"ବିଶ୍ବସ୍ତ ଲୋକ ଆଶୀର୍ବାଦ ରେ ବର୍ଦ୍ଧିଷ୍ଣୁ ହବେ। ମାତ୍ର ଯେ ଧନବାନ ହବୋକୁ ଅତି ଉଦ୍ଯମ କରେ, ସେ ନିଶ୍ଚିତ ଦଣ୍ଡିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ତିତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ। ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ନିଶ୍ଚିତ ଦଣ୍ଡିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।