Proverbs 28:21 — Compare Translations
5 translations compared side by side
Odia - 1840
"ଜଣେ ବିଚାରକ ଜଣଙ୍କର ମୁହଁ ଦେଖି ବିଚାର କରିବା ଉଚିତ୍ ନୁହେଁ, କିଅବା ଲାଞ୍ଚ ନଇେ ବିଚାର କରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଖାପେକ୍ଷା କରିବା ଭଲ ନୁହେଁ । କିଅବା ଖଣ୍ତେ ରୋଟୀ ପାଇଁ ଅଧର୍ମ କରିବା ଭଲ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବିଗ୍ଭରକ ଜଣକର ମୁହଁ ଦେଖି ବିଗ୍ଭର କରିବା ଉଚିତ୍ ନୁହେଁ, କିଅବା ଲାଞ୍ଚ ନେଇ ବିଗ୍ଭର କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
Recommended Reading