Proverbs 28:22 — Compare Translations
5 translations compared side by side
Odia - 1840
"କୃପଣ ମନୁଷ୍ଯ ଧନୀ ହବୋକୁ ବ୍ଯଗ୍ର। ମାତ୍ର ତାହାକୁ ଦାରିଦ୍ର୍ଯ ଗ୍ରାସ କରିବ ବୋଲି ସେ ଜାଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଦୁଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କୃପଣ ମନୁଷ୍ୟ ଧନୀ ହେବାକୁ ବ୍ୟଗ୍ର। ମାତ୍ର ତାହାକୁ ଦାରିଦ୍ର୍ୟ ଗ୍ରାସ କରିବ ବୋଲି ସେ ଜାଣେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।