Proverbs 28:24 — Compare Translations

5 translations compared side by side

Odia - 1840
"ଯେ ଆପଣା ମାତା କି ପିତା ଧନ ଅପହରଣ କରି କ ହେ, ଏଥି ରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ପିତା କି ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଆପଣା ମାତା କି ପିତାଙ୍କର ଧନ ଅପହରଣ କରି କହେ, “ଏଥିରେ କିଛି ଅଧର୍ମ ନାହିଁ,” ସେ ସଂହାରକର ସଙ୍ଗୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାର କର ସଙ୍ଗୀ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।