Proverbs 28:25 — Compare Translations

5 translations compared side by side

Odia - 1840
"ଜଣେ ଲୋଭି ମନୁଷ୍ଯ କଳହ ସୃଷ୍ଟି କରେ। କିନ୍ତୁ ସହେି ମନୁଷ୍ଯ ୟିଏ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ସେ ଉନ୍ନତି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋଭି ମନୁଷ୍ୟ କଳହ ସୃଷ୍ଟି କରେ। କିନ୍ତୁ ସେହି ମନୁଷ୍ୟ ଯିଏ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ସେ ଉନ୍ନତି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।