Proverbs 28:26 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ନିଜ ବଳ ଉପ ରେ ବିଶ୍ବାସ ରେଖ ସେ ମୂର୍ଖ। କିନ୍ତୁ ସେ ଯିଏ ଜ୍ଞାନ ରେ ଚାଲେ, ବିପର୍ୟ୍ଯଯରୁ ରକ୍ଷା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ । ହିତୋ. ୩:୫
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ନିଜ ବଳ ଉପରେ ବିଶ୍ୱାସ ରଖେ ସେ ମୂର୍ଖ। କିନ୍ତୁ ସେ ଯିଏ ଜ୍ଞାନରେ ଗ୍ଭଲେ, ବିପର୍ଯ୍ୟୟରୁ ରକ୍ଷା ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।