Proverbs 28:27 — Compare Translations
5 translations compared side by side
Odia - 1840
"ଯେ ଦରିଦ୍ରକୁ ଦାନ କରେ, ତାର ଅଭାବ ହବେ ନାହିଁ। ମାତ୍ର ଯେ ଆପଣା ଆଖି ବନ୍ଦ କରେ, ସେ ଅନକେ ଅଭିଶାପ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଦରିଦ୍ରକୁ ଦାନ କରେ, ତାର ଅଭାବ ହେବ ନାହିଁ। ମାତ୍ର ଯେ ଆପଣା ଆଖି ବନ୍ଦ କରେ, ସେ ଅନେକ ଅଭିଶାପ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।